Special story
ବ୍ୟାଡମିଣ୍ଟନରେ ଭାରତକୁ ବଡ଼ ସଫଳତା । ବିଶ୍ୱ ପୁରୁଷ ଟିମ୍ ଚାମ୍ପିଅନସିପ୍ କୁହାଯାଉଥିବା ଥୋମାସ୍ କପ୍ ଇତିହାସରେ ପ୍ରଥମ ଥର ପାଇଁ ଟାଇଟଲ୍ ବିଜେତା ଭାବେ ନିଜ ନାମକୁ ଲିପିବଦ୍ଧ କରିଛି ଭାରତ । ତାହା ପୁଣି ୧୪ ଥରର ବିଜେତା ଇଣ୍ଡୋନେସିଅକୁ ୩-୦ରେ ହରାଇ ବ୍ୟାଙ୍କକେର ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟରେ ବାଜିମାତ୍ ପରେ ସାରା ଦେଶରେ ଖୁସିର ଲହରି ଖେଳିଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଫୋନରେ କଥା ହୋଇ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)