India’s second vehicle scrapping unit opens in Odisha’s Khordha
Advertisment
ଓଡ଼ିଶାରେ ଖୋଲିଲା ଦେଶର ଦ୍ୱିତୀୟ ଗାଡ଼ି ସ୍କ୍ରାପିଂ ୟୁନିଟ୍। ଖୋର୍ଦ୍ଧା ଜିଲ୍ଲା ଜଟଣୀର କୁମାରବସ୍ତଠାରେ ଖୋଲିଥିବା ରାଜ୍ୟର ଏହି ପ୍ରଥମ ସ୍କ୍ରାପିଂ ୟୁନିଟ୍କୁ ଟାଟା ମୋଟର୍ସ ଏବଂ ଏମ୍ପ୍ରିୟୋ ପ୍ରିମିୟମ ପକ୍ଷରୁ ପ୍ରତିଷ୍ଠା କରାଯାଇଛି। ଏହି ୟୁନିଟରେ ଅତ୍ୟାଧୁନିକ ପଦ୍ଧତିରେ ବାର୍ଷିକ ୧୦ ହଜାର ଗାଡ଼ି ସ୍କ୍ରାପିଂ କରିବାର କ୍ଷମତା ରହିଛି। ଆସନ୍ତୁ ଜାଣିବା ଗ୍ରାହକଙ୍କୁ ନିଜ ଗାଡିର ସ୍କ୍ରାପିଂ କରିବାକୁ କଣ କରିବାକୁ ପଡିବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us