ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂରେ ଉପସ୍ଥିତ ଥିଲେ ।
Published: Otv Khabar Bureau
Last updated: 05 October 2021, 09:17 PM IST
ଶୀତ ଋତୁ ଆସୁଥିବାରୁ ରାଜଧାନୀରେ BMC କୋଭିଡ଼ କଟକଣା। ବାହାଘର, ବ୍ରତଘର, ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା ଜାରି କରାଯାଇଛି।