ଭୟଙ୍କର ଦୁର୍ନୀତି। ରାସ୍ତାରେ ମୂଳରୁ ମାଟି ମୁଠାଏ ପଡ଼ିନି...ବିଲ କରି ଖାଇଦେଲେ ୭ ଲକ୍ଷ ଟଙ୍କା, ଦେଖନ୍ତୁ ଏହି ଭିଡ଼ିଓ
Published: Otv Khabar Bureau
Last updated: 27 February 2022, 07:56 AM IST
ବଉଳ ଫୁଲର ବାସ, ଚହଟଇ ଚଉପାସ। ପେନ୍ଥା ପେନ୍ଥା ଗଛ ଭର୍ତ୍ତି ଆମ୍ବ ବଉଳ, ଝରି ପଡ଼ୁଥିବା ଅଜସ୍ର କାଗେଜି ଫୁଲ। ଧୁ ଧୁ ଖରାବେଳେ ଭୁରୁଭୁରୁ ବାସ୍ନା, କେଉଁ ଏକ ଆମ୍ବ ଡାଳରେ କୋଇଲି ଗାଉଛି ବିରହର ଗୀତ। ଏବେ ଯଦି କୋରାପୁଟ ଯିବେ ସ୍ୱାଗତ କରିବ ଋତୁରାଜ ବସନ୍ତ।