By: Tanmay Kumar Mahalik
Last updated: 30 June 2023, 11:00 AM IST
ଆଜି ଯଦି ସାନଭାଇ କଥା ମାନିଥାନ୍ତା.. ଦାଦନ ଖଟିବାକୁ ଯାଇ ନଥାନ୍ତା..ହୁଏତ ବଞ୍ଚିଯାଇଥାନ୍ତା.. ତାରି ମୁହଁକୁ ଚାହିଁ ଦୁଇ ଭଉଣୀ ଆଗକୁ ବଢିଥାନ୍ତେ.. ହେଲେ ବିଧାତା ବଇରି ସାଜିଲା..