ଏଇମାନେ ସୋଲରେ ଡଙ୍ଗା ତିଆରି କଲେ ଆମେ ତାକୁ ଭସେଇ କାର୍ତ୍ତିକ ପୂନେଇଁ ପାଳୁ। ଧର୍ମ ଅର୍ଜୁ। କିନ୍ତୁ ଆମକୁ ଧର୍ମ କରିବାକୁ ସୁଯୋଗ ଦେଉଥିବା ସୋଲ ଡଙ୍ଗା କାରିଗର ଏବେ ଆଶା ଆଶଙ୍କାରେ। ସେମାନଙ୍କ ଜୀବନ ଡଙ୍ଗା ଏବେ ଟଳମଳ।
Published: Otv Khabar Bureau
Last updated: 14 November 2021, 12:42 PM IST
ସରି ସରି ଯାଉଛି ଆଳୁ ଚାଷ ସମୟ, କିନ୍ତୁ ଚାଷୀ ପାଖରେ ପହଞ୍ଚି ପାରିଲାନି ବିହନ। ଖୋଲା ବଜାରରୁ ଚଢା ଦରରେ ବିହନ କିଣି କ୍ଷତି ସହୁଛି ଚାଷୀ। କେନ୍ଦ୍ରାପଡା ଜିଲ୍ଲାର ହଜାର ହଜାର ଆଳୁ ଚାଷୀ ଏବେ ବିହନ ଅଭାବରୁ ଚିନ୍ତାରେ ପଡିଯାଇଛନ୍ତି । ଦେଖନ୍ତୁ ଏହାର ପୁରା ରିପୋର୍ଟ ।