prasanta jagadev
ଜାମିନ ଖାରଜ ପରେ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଆଜି ଏଡିଜେ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏଡିଜେ କୋର୍ଟରେ ହାଜର ହୋଇଥିଲେ। ଆଗୁଆ ଜାମିନ ନଦେଇ ତଳ କୋର୍ଟ ଯିବାକୁ କହିଥିଲେ ହାଇକୋର୍ଟ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)