Advertisment

ଜେଲ୍ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ

ଗତ ସେପ୍ଟେମ୍ବର ୮ରେ ବିଜେପି ବାଲୁଗାଁ ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ ହେବା ସହ ତଳ କୋର୍ଟରେ ହାଜର ହେବାପାଇଁ ନିର୍ଦ୍ଦେଶ ଦେଇଥିଲେ।

Advertisment

ଜାମିନ ଖାରଜ ପରେ ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଆଜି ଏଡିଜେ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏଡିଜେ କୋର୍ଟରେ ହାଜର ହୋଇଥିଲେ। ଆଗୁଆ ଜାମିନ ନଦେଇ ତଳ କୋର୍ଟ ଯିବାକୁ କହିଥିଲେ ହାଇକୋର୍ଟ।

Advertisment
MLA Prashant Jagdev Suspended BJD
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ