ଖଲିଆପାଲି ପୀଠହିଁ ସନ୍ଥ ବୀମ ଭୋଇଙ୍କ ସିଦ୍ଧି ଓ ସାଧନାର ପୀଠ । ଯେଉଁଠି ମାଘ ଚତୁର୍ଦ୍ଦଶୀଠାରୁ ଆରମ୍ଭକରି ପାଂଚଦିନ ବ୍ୟାପି ଅନୁଷ୍ଠିତ ହୋଇଥାଏ ବିରାଟ ମାଘମେଳା । ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମହା ଆଡମ୍ବରରେ ଆୟୋଜନ ହେଉଛି ମାଘମେଳା । ଯାହାକୁ ଦେଖିବାକୁ ଜିଲ୍ଲା ତଥା ଜିଲ୍ଲା ବାହାରର ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଛି । ଖଲିଆପାଲିର ଏହି ମନ୍ଦିର ସବୁସମୟରେ ବନ୍ଦ ରହୁଥିବାବେଳେ, କେବଳ ମାଘ ମେଳା ସମୟରେ ଖୋଲାରୁହେ ।
Published By: Tanmay Kumar Mahalik
Last updated: 26 February 2024, 08:58 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।