Advertisment

ସନ୍ଥଙ୍କ ସାଧନାର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଖଲିଆପାଲି ପୀଠହିଁ ସନ୍ଥ ବୀମ ଭୋଇଙ୍କ ସିଦ୍ଧି ଓ ସାଧନାର ପୀଠ । ଯେଉଁଠି ମାଘ ଚତୁର୍ଦ୍ଦଶୀଠାରୁ ଆରମ୍ଭକରି ପାଂଚଦିନ ବ୍ୟାପି ଅନୁଷ୍ଠିତ ହୋଇଥାଏ ବିରାଟ ମାଘମେଳା ।

author-image
Tanmay Kumar Mahalik

ଖଲିଆପାଲି ପୀଠହିଁ ସନ୍ଥ ବୀମ ଭୋଇଙ୍କ ସିଦ୍ଧି ଓ ସାଧନାର ପୀଠ । ଯେଉଁଠି ମାଘ ଚତୁର୍ଦ୍ଦଶୀଠାରୁ ଆରମ୍ଭକରି ପାଂଚଦିନ ବ୍ୟାପି ଅନୁଷ୍ଠିତ ହୋଇଥାଏ ବିରାଟ ମାଘମେଳା । ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମହା ଆଡମ୍ବରରେ ଆୟୋଜନ ହେଉଛି ମାଘମେଳା । ଯାହାକୁ ଦେଖିବାକୁ ଜିଲ୍ଲା ତଥା ଜିଲ୍ଲା ବାହାରର ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଛି । ଖଲିଆପାଲିର ଏହି ମନ୍ଦିର ସବୁସମୟରେ ବନ୍ଦ ରହୁଥିବାବେଳେ, କେବଳ ମାଘ ମେଳା ସମୟରେ ଖୋଲାରୁହେ ।

Advertisment
Subarnapur Magha Mela SpecialStory
Advertisment
Advertisment