୧୫ ଗୁଣ୍ଠ ଜମିରେ ପରିଶ୍ରମ କରି ଫଳାଇଛନ୍ତି ଗୁଆ। ଏତେ ମାତ୍ରାରେ ଫଳ ଫଳୁଛି ଯେ ନଦେଖିଲେ ଆପଣ ବି ବିଶ୍ୱାସ କରିବେନି। ଗୁଆ ଚାଷ କରି ରୋଜଗାର କରୁଛନ୍ତି ୫ ଲକ୍ଷରୁ ଅଧିକ ଟଙ୍କା...ଦେଖନ୍ତୁ ଏଇ ଭିଡ଼ିଓ
Published: Pallipuspa Samal
Last updated: 05 August 2022, 09:15 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।