Last updated: 30 September 2021, 01:58 PM IST
ବର୍ଷ ବର୍ଷ ଧରି ଜଳବନ୍ଦୀ ଜୀବନ ବିତାଉଛନ୍ତି ଅଂଚଳବାସୀ । ହାଟ, ବଜାର କିମ୍ବା ସ୍ୱାସ୍ଥ୍ୟସେବା ଯୁଆଡେ ଗଲେ ମଧ୍ୟ ଅଥଳ ପାଣି ଭିତରେ ଏଠି ଡଙ୍ଗା ହିଁ ଭରସା । ଖୋଦ୍ ମୁଖମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ସବୁ ଠିକ୍ କରିଦେବେ ବୋଲି। ହେଲେ ବାସ୍ତବ ସ୍ଥିତି ଏମିତି।