ବରିଷ୍ଠ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ନିଜେ ମୁମ୍ବାଇ ଯାଇ ଲତାଜୀଙ୍କୁ ଓଡ଼ିଆ ଗୀତ ଓଡ଼ିଆ ଗୀତ ଚୁନା ଚୁନା ତାରା ଫୁଲେ ଆଜି ଗାଇବାକୁ ପ୍ରସ୍ତାବ ଦେଇଥିଲେ.. ଶୁଣନ୍ତୁ ଲତାଜୀଙ୍କ ସହ ତାଙ୍କର ଅନୁଭୂତି..
Published: Pallipuspa Samal
Last updated: 06 February 2022, 01:03 PM IST
ପୁଣି ମଝି ଚିଲିକାରେ ଅଟକିଲା ଭସାପୋଲ। ଭସାପୋଲଟି ସାତପଡ଼ାରୁ ଜହ୍ନିକୁଦା ଯିବାବେଳେ ଆଜି ସକାଳେ ମହିଁଷା ଗାଁ ନିକଟରେ ମଝି ଚିଲିକାରେ ଫସି ଯାଇଥିବା ସୂଚନା ମିଳିଛି। ଭସାପୋଲରେ ୨ଟି ବସ୍, ଗୋଟିଏ ବୋଲେରୋ, ୧୦ରୁ ଅଧିକ ବାଇକ୍ ଓ ଶତାଧିକ ଯାତ୍ରୀ ଥିବା ଜଣାପଡ଼ିଛି।