ଏ ହେଉଛନ୍ତି ଏମିତି ଜଣେ ଲୋକ ପ୍ରତିନିଧୀ, ଯିଏ କାଉନସିଲର ହେବା ପରେ ବି କୌଳିକ ବୃତ୍ତିକୁ ଛାଡି ନାହାଁନ୍ତି। ଏବେ ରାଜନୀତିକୁ ନିଶା କରି କୌଳିକ ବୃତ୍ତିକୁ ପେଶା ଭାବେ ଆପଣେଇ ନେଇଛନ୍ତି ନୀଳଗିରିର ପ୍ରତାପ ସେଠୀ...
Published: Pallipuspa Samal
Last updated: 02 April 2022, 12:40 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।