Advertisment

ଅଚଳ ସମ୍ବଲପୁର କୋର୍ଟ ! ଆସୁନାହାନ୍ତି ଓକିଲ, ହେଉନି ବିଚାର ବିମର୍ଷ

ସମ୍ବଲପୁର କୋର୍ଟକୁ ଆସୁ ନାହାନ୍ତି ଓକିଲ, ନ୍ୟାୟିକ ସେବା ପାଇବାରୁ ବଞ୍ଚିତ ସାଧାରଣ ଜନତା । ଜାମିନ ନପାଇ ଜେଲ ଭିତରେ ଏକାଧିକ ଆଇନଜୀବୀ, ଏପଟେ ମାମଲା ପରିଚାଳନା ପାଇଁ ଓକିଲ ପାଉ ନାହାନ୍ତି ମହକିଲ । ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ଗତ ୧୨ ତାରିଖରେ ସମ୍ବଲପୁର ଓକିଲଙ୍କ ଆନ୍ଦୋଳନ ଓ ବିଚାରପତିଙ୍କ ଚାମ୍ବର ଭଙ୍ଗାରୁଜା ଘଟଣା ପରେ ଏଯାଏଁ ସ୍ୱାଭାବିକ ହୋଇପାରୁନି କୋର୍ଟ କାର୍ଯ୍ୟ ।

author-image
Sarbeswar

Odisha Sambalpur
Advertisment
Advertisment