ଲୋକଙ୍କୁ ପିଇବା ପାଣି ଯୋଗାଇ ଦେବାକୁ ଗୋଟିଏ ପରେ ଗୋଟିଏ ପ୍ରୋଜେକ୍ଟ ଘୋଷଣା କରୁଛନ୍ତି ରାଜ୍ୟ ସରକାର । ହେଲେ ପ୍ରୋଜେକ୍ଟ ସରୁନି କି ଲୋକଙ୍କୁ ପାଣି ମିଳୁନି...ବାବୁ କହୁଛନ୍ତି ନିର୍ଦ୍ଧାରିତ ସମୟରେ କାମ ସରିନଥିବାରୁ ପୁଣି ଥରେ ବଢାଯାଇଛି ଧାର୍ଯ୍ୟ ସମୟ