Advertisment

ପିଲାଙ୍କୁ ସରକାର ଦେଉଛନ୍ତି ନିମ୍ନମାନର ଛତୁଆ, ଖାଉଛନ୍ତି ଗାଈ ଗୋରୁ

ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ। କୋମଳମତି ଶିଶୁଙ୍କ ପାଇଁ ସରକାର ଦେଉଥିବା ଛତୁଆ, ଖାଇବା ଉପଯୋଗୀ ନୁହେଁ। ଆସିଛି ଏମିତି ସାଂଘାତିକ ଅଭିଯୋଗ। ଏ ଛତୁଆକୁ ଶିଶୁଙ୍କ ବଦଳରେ ଗାଈ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଅଭିଭାବକ।

author-image
Manoranjan Behera

ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ। କୋମଳମତି ଶିଶୁଙ୍କ ପାଇଁ ସରକାର ଦେଉଥିବା ଛତୁଆ, ଖାଇବା ଉପଯୋଗୀ ନୁହେଁ। ଆସିଛି ଏମିତି ସାଂଘାତିକ ଅଭିଯୋଗ। ଏ ଛତୁଆକୁ ଶିଶୁଙ୍କ ବଦଳରେ ଗାଈ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଅଭିଭାବକ।

Advertisment
Sattu Distribution
Advertisment
Advertisment