ରାଜା ବ୍ରଜରାଜ ୧୮୮୯ରେ ପୁରୀ ଚନ୍ଦନ ଯାତ୍ରା ଦେଖିବାକୁ ଯାଇଥିଲେ.. ଖଡ଼ିଆଳ ଫେରିବା ପରେ ସେ ୧୮୯୦ରୁ ଏଇଠି ଚନ୍ଦନ ଯାତ୍ରା ଆରମ୍ଭ କରିଥିଲେ..
Published: Pallipuspa Samal
Last updated: 03 May 2023, 01:04 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।