Advertisment

ସରକାରଙ୍କ ମହାପ୍ରୟାଣ ଯୋଜନାକୁ ଏବେ ମାଡ଼ିବସିଛି ମହାବିପଦ

ଶବ ବୁହା ଗାଡ଼ି ଏବେ ଶବ ପାଲଟିଯାଇଛି। ସରକାରଙ୍କ ମହାପ୍ରୟାଣ ଯୋଜନା ଅନ୍ତର୍ଗତ ଗାଡ଼ି ଦୀର୍ଘଦିନ ହେଲାଣି ପଡ଼ି ରହି ଖତ ଖାଉଛି । କଟକ ସିଟି ହସ୍ପିଟାଲକୁ ଯୋଗାଇ ଦିଆଯାଇଥିବା ଗାଡି ସାଧାରଣଙ୍କ ହିତରେ ଆଦୌ ଲାଗିପାରୁନାହିଁ।

author-image
Manoranjan Behera

ଶବ ବୁହା ଗାଡ଼ି ଏବେ ଶବ ପାଲଟିଯାଇଛି। ସରକାରଙ୍କ ମହାପ୍ରୟାଣ ଯୋଜନା ଅନ୍ତର୍ଗତ ଗାଡ଼ି ଦୀର୍ଘଦିନ ହେଲାଣି ପଡ଼ି ରହି ଖତ ଖାଉଛି । କଟକ ସିଟି ହସ୍ପିଟାଲକୁ ଯୋଗାଇ ଦିଆଯାଇଥିବା ଗାଡି ସାଧାରଣଙ୍କ ହିତରେ ଆଦୌ ଲାଗିପାରୁନାହିଁ।

Advertisment
Mahaprayan Scheme
Advertisment
Advertisment