ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଯାତାୟାତ ପାଇଁ ପୂର୍ବରୁ ଅନେକ ମୋଟର ଲଞ୍ଚ ବାଲିମେଳା ଜଳ ଭଣ୍ଡାରରେ ଯାତାୟାତ କରୁଥିଲା । କିନ୍ତୁ ପ୍ରଶାସନର ରକ୍ଷଣାବେକ୍ଷଣା ଅଭାବରୁ ଏବେ ପ୍ରାୟ ବୋଟ ଅଚଳ ଓ ପରିତ୍ୟକ୍ତ ଅବସ୍ଥାରେ ପଡିରହି ନଷ୍ଟ ହେବାକୁ ବସିଛି । ମାତ୍ର ହାତ ଗଣତି କେତୋଟି ଲଞ୍ଚ ଚାଲୁଥିବା ବେଳେ ଅନ୍ୟ ସବୁ ଦଦରା ଅବସ୍ଥାରେ ପଡିରହିଛି । ପ୍ରଶାସନ ଏନେଇ ଦୃଷ୍ଟି ଦେବାକୁ ଦାବି ହୋଇଛି ।