ଦିନେ ଏଇ ହାତରେ ଧରୁଥିଲେ ଗୋଳାବାରୁଦ ଆଉ ବନ୍ଧୁକ...ହେଲେ ଏବେ ଏଇ ହାତରେ ଧରୁଛନ୍ତି ଜେସିବି ଷ୍ଟିଅରିଂ। ବଣ ଜଙ୍ଗଲ ଛାଡ଼ି ଏବେ ଗାଁରେ ଚଳାଉଛନ୍ତି ଗାଡ଼ି....ମାଓବାଦୀ ଥିଲା ବେଳେ ପରିବାର ଭଲରେ ଚଳୁଥିଲା ହେଲେ ମୁଖ୍ୟସ୍ରୋତରେ ସାମିଲ ହେବା ପରେ ବହୁତ୍ ଅସୁବିଧା। ପିଲା ପଢିପାରିଲେନି ବାହାର ରାଜ୍ୟକୁ କାମରେ ଗଲେ...ସରକାରୀ ଯୋଜନା ଏମାନଙ୍କ ପାଇଁ ସାତସପନ...ଦେଖନ୍ତୁ ମାଓ ସଂଗଠନ ଛାଡ଼ିବା ପରେ କେତେ କଷ୍ଟରେ ଚଳୁଛନ୍ତି ଧନୁ...
Published: Pallipuspa Samal
Last updated: 06 July 2022, 10:07 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।