Advertisment

ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା।

ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା। ବ୍ରହ୍ମାନଗର ଅଂଚଳରେ ଥିବା ସୁମିତଙ୍କ ଘର ଆଗରେ ପୋଲିସ ୧୪୪ ଧାରା ଲାଗୁ କରିଛି। ସୂଚନା ଅନୁସାରେ, ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଲାଗିଛି।

author-image
Otv Khabar Bureau

ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା। ବ୍ରହ୍ମାନଗର ଅଂଚଳରେ ଥିବା ସୁମିତଙ୍କ ଘର ଆଗରେ ପୋଲିସ ୧୪୪ ଧାରା ଲାଗୁ କରିଛି। ସୂଚନା ଅନୁସାରେ, ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଲାଗିଛି।

Advertisment
Sec 144 Social Activist Marital Discord
Advertisment
Advertisment