ବେଙ୍ଗାଲୁରୁ ଭଳି ମେଟ୍ରୋ ସିଟି। ଏଇଠି ପୁଣି ୫୦ ଟଙ୍କାରେ ଦେଶୀ ଖାଦ୍ୟ ମିଳୁଛି ପୁଣି ପୂରା ଦେଶୀ ଷ୍ଟାଇଲ୍ରେ। ଭାତ ସହିତ ଭଳିକି ଭଲି ସୁଆଦିଆ ଭଜା ତରକାରୀ ବାଢି ଦେଉଛନ୍ତି ଏହି ବୃଦ୍ଧ ଦମ୍ପତ୍ତି। କହୁଛନ୍ତି, ଆମକୁ ଟଙ୍କାର ଲୋଭ ନାହିଁ, ମମତା ଓ ସ୍ନେହ ପାଇଁ ଚାଲିଛି ଆମର ଏହି ଛୋଟିଆ ହୋଟେଲ୍। ଲୋକେ ବି ବେଶ୍ ଭିଡ଼ ଜମାଉଛନ୍ତି....ଦେଖନ୍ତୁ କେମିତି ପରସା ଯାଉଛି ଖାଇବା
Published: Pallipuspa Samal
Last updated: 28 April 2022, 12:29 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।