Advertisment

ସମାଜ ସେବାରେ ସମର୍ପିତ ସମ୍ବଲପୁରର ୮୫ ବର୍ଷୀୟ ଡାକ୍ତର ନାରାୟଣୀ ପଣ୍ଡା

ପାଇବାର କୌଣସି ଇଚ୍ଛା ନରଖି ଜୀବନ ତମାମ ଖାଲି ଦାନ ହିଁ କରିଆସୁଛନ୍ତି ସମ୍ବଲପୁରର ୮୫ ବର୍ଷୀୟ ଡାକ୍ତର ନାରାୟଣୀ ପଣ୍ଡା। ନିଜ କଷ୍ଟ ଉପାର୍ଜିତ ସମ୍ପତ୍ତିକୁ ଦାନ କରି ଗରିବ, ଅସହାୟ ଲୋକଙ୍କ ମୁହଁରେ ହସ ଦେଖିବାକୁ ସେ ନିରବଚ୍ଛିନ୍ନ ଉଦ୍ୟମ ଜାରି ରଖିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସରେ ଦେଖିବା ଏହି ସ୍ୱତନ୍ତ୍ର ରିପୋର୍ଟ..

Social Service Dr Narayani Panda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ