ଭଗବାନଙ୍କୁ ଡାକି ପୁଅ ପାଇଥିଲେ ବୋଲି ନା ଦେଇଥିଲେ ଆଶିଷ। ସ୍କୁଲରେ ବେହୋସ ହେବା ପରେ ମେଡିକାଲ ନେଇଥିଲେ ବାପା-ମାଆ । ବୁର୍ଲାଠୁ କଟକ...୬ ଥର ଅପରେସନ୍ ହେଲାଣି କିନ୍ତୁ ବିଛଣାରୁ ଉଠୁନି ବଢିଲା ପୁଅ
Published By: Rajalaxmi Sahoo
Last updated: 17 August 2023, 02:00 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।