ପୁଣି ସାମ୍ନାକୁ ଆସିଲା ଏସସିବିର ସତ। ବିନା ଲାଞ୍ଚରେ କାମ କରୁନି କିଛି ବିଭାଗ? ହାତଗୁଞ୍ଜା ନଦେଲେ ଅଲଟ୍ରାସାଉଣ୍ଡ ହେଉଛି ସ୍ୱପ୍ନ...ମନମୁଖି ରୋଗୀ ଓ ସମ୍ପର୍କୀୟଙ୍କୁ ଲୁଟ୍‌ କରୁଛନ୍ତି ଠିକା ସଂସ୍ଥାର ସିକ୍ୟୁରିଟି। ଦେଖନ୍ତୁ ଓଟିଭିର ଗ୍ରାଉଣ୍ଡ ରିପୋର୍ଟ