ଜନ୍ମ ମାଟି ଓ ପରିବାର ଛାଡ଼ି ଦୂର ଜାଗାକୁ ଯିବାଠାରୁ ବଳି ଦୁଃଖ ନାହିଁ। ତଥାପି ପେଟ ପୋଷିବାକୁ, ପରିବାର ଚଳାଇବାକୁ ଘରଦ୍ବାର ଛାଡ଼ି ଦେଶ ବିଦେଶକୁ ଯିବାକୁ ପଡ଼େ। ସେଠାରେ ଯଦି କିଛି ଅଘଟଣ ଘଟେ, ବଢ଼ିଯାଏ ଦୁଃଖ । ସେମିତି କିଛି ଘଟିଛି ଗଂଜାମ ଖଲ୍ଲିକୋଟ ଅଞ୍ଚଳର ରାଜୁ ମଲ୍ଲିକଙ୍କ କ୍ଷେତ୍ରରେ । ଅଢ଼େଇ ବର୍ଷ ତଳେ କାମ କରିବାକୁ ଦୁବାଇ ଯାଇଥିବା ରାଜୁ ସେଠାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ଏବେ କୋମାରେ ଅଛନ୍ତି ।
Published By: Tanmay Kumar Mahalik
Last updated: 02 August 2023, 09:22 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।