Advertisment

ଲତାଜୀଙ୍କ ମୁହଁ ସାକ୍ଷାତ ଦେବୀଙ୍କ ଭଳି: ପ୍ରେମାନନ୍ଦ

ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଲତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି । ଲତାଜୀଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ସଂଗୀତ ନିର୍ଦେଶକ ପ୍ରେମାନନ୍ଦ ।

author-image
Pallipuspa Samal

ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଲତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି।ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି । ଲତାଜୀଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ସଂଗୀତ ନିର୍ଦେଶକ ପ୍ରେମାନନ୍ଦ ।

Advertisment
Premananda's Reaction To Lataji's Death
Advertisment
Advertisment