Premananda's reaction to Lataji's death
Advertisment
ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଲତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି।ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି । ଲତାଜୀଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ସଂଗୀତ ନିର୍ଦେଶକ ପ୍ରେମାନନ୍ଦ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us