ଭୟଙ୍କର ଭାବରେ ଜଳୁଥିଲା ନିଆଁ। ଭିତରେ ଫସିଥିଲେ ଜଣେ ଶିଶୁ ସମେତ ୨ ଜଣ। ଫିଲ୍ମ ଷ୍ଟାଇଲ୍ରେ ନିଆଁର ଆଁ ଭିତରକୁ ଜମ୍ପ ମାରିଲେ, ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କଲେ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ବାହାଦୁର କନେଷ୍ଟବଳଙ୍କ ଏହି ଭିଡ଼ିଓ। ପ୍ରମୋସନ୍ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Published: Pallipuspa Samal
Last updated: 06 April 2022, 09:56 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।