ଆମେ ୯ ଅଛୁ, ୯୦ ହେବୁ । କଂଗ୍ରେସ ଏଥର ସରକାର ନିଶ୍ଚିତ କରିବ...ହେଲେ ମୁଖ୍ୟମନ୍ତ୍ରୀ କିଏ କିରେ?
Published: Pallipuspa Samal
Last updated: 30 April 2023, 08:45 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।