ହଇରେ ନାରଣ, ୟାର କ’ଣ କାରଣ …ଭାଇମାନେ କ’ଣ ମୁହଁ ଲୁଚେଇ ଚାଲିଛନ୍ତି…
Published: Pallipuspa Samal
Last updated: 17 April 2023, 11:14 AM IST
ପେଟ୍ରୋଲ ଅଧିକ ଜ୍ୱଳନଶୀଳ ପଦାର୍ଥ ଅଟେ । ସାମାନ୍ୟ ନିଆଁ ପାଖକୁ ଗଲେ ଏହା ଜଳିଉଠେ । ତେଣୁ ଏପରି ଖରାଗରମରେ କାରର ଫୁଏଲ ଟ୍ୟାଙ୍କ ଯୋଗୁ ବିପଦର ଆଶଙ୍କା ରହିବା ସ୍ୱାଭାବିକ । ତେବେ ଏହି ଫୁଏଲ ଟ୍ୟାଙ୍କ ଯୋଗୁ କାର ପ୍ରତି କେତେ ବିପଦ ରହିଛି ଆସନ୍ତୁ ଜାଣିବା ।