ଭଦ୍ରକ ମୁଖ୍ୟ ଚିକିତ୍ସାଳୟରୁ ଧରା ପଡ଼ିଲା ନକଲି ଡାକ୍ତର । ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡରୁ ନକଲି ଡାକ୍ତରଙ୍କୁ ଧରିଛନ୍ତି ଖୋଦ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ.
Published: Pallipuspa Samal
Last updated: 05 February 2023, 11:56 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।