କିରେ ବବି ଭାଇ କଣ ଓଡିଆ କହୁନାହାନ୍ତି। ନାରଣ ତୁ ଭଲରେ ଶୁଣ...ସେ କହିଲେ ଆଉ ଫୋନ୍ରେ ହ୍ୟାଲୋ ନକହି ନବୀନ ପଟ୍ଟନାୟକ କହିବ। ବୁଝିଲୁ...ଖାଲି ତ କନକନ ହେଉଛୁ। ଦେଖ୍ ପୁଣି କହିଲେଣି ମାଆଙ୍କ ପାଖରେ ୧୦୦ ମୁଣ୍ଡ। ଆଲୋ ଦଶହରା ପରେ ମୁଣ୍ଡ ବଳି କିଏ ମାଗିଲା କିରେ?
Published: Pallipuspa Samal
Last updated: 09 October 2022, 09:19 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।