ହଇରେ ନାରଣ..ଏମାନେ ପିକନିକ୍ କରିବାକୁ ଆଇଛନ୍ତି ନା ମଜୁରୀ ଲାଗିବାକୁ..
Published: Pallipuspa Samal
Last updated: 27 December 2022, 01:44 PM IST
ପେଟ୍ରୋଲ ଅଧିକ ଜ୍ୱଳନଶୀଳ ପଦାର୍ଥ ଅଟେ । ସାମାନ୍ୟ ନିଆଁ ପାଖକୁ ଗଲେ ଏହା ଜଳିଉଠେ । ତେଣୁ ଏପରି ଖରାଗରମରେ କାରର ଫୁଏଲ ଟ୍ୟାଙ୍କ ଯୋଗୁ ବିପଦର ଆଶଙ୍କା ରହିବା ସ୍ୱାଭାବିକ । ତେବେ ଏହି ଫୁଏଲ ଟ୍ୟାଙ୍କ ଯୋଗୁ କାର ପ୍ରତି କେତେ ବିପଦ ରହିଛି ଆସନ୍ତୁ ଜାଣିବା ।