ଆଲୋ ଆଲୋ ଇଏ କ’ଣ? ଧନୀ ସଭାପତି ଯାଉ ଯାଉ କଂଗ୍ରେସିଆଙ୍କୁ ଶନି ଦଶା ପଡିଲା କି? ନିରଞ୍ଜନ ବାବୁ କ’ଣ ଏମିତି କହିଲେ? ଆମର ଏତେ ବଡ଼ ଅଫିସ୍ରେ ଲେଟର ପ୍ୟାଡ୍ ନାହିଁ....ଇଏ କ’ଣ ହେଲାରେ ନାରଣ? କ୍ଷମତାରେ ତ ଦଳ ନାହିଁ, ଟଙ୍କା ଆସିବ କେଉଁଠୁ ?
Published: Pallipuspa Samal
Last updated: 21 June 2022, 12:21 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।