Advertisment

ବେଆଇନ ବାଲି ଖନନ ଉପରେ NGTର ଛାଟ

ମୟୂରଭଞ୍ଜ ବେଆଇନ ବାଲି ଖନନକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍-NGTର ଛାଟ । ୩୬ କୋଟିର ଫାଇନ୍ ଲଗାଇଛନ୍ତି ଏନ୍‌ଜିଟି । ମୟୂରଭଞ୍ଜ ଜିଲ୍ଲାର ବୁଢ଼ାବଳଙ୍ଗ ନଦୀ ପଠାରୁ ଅନବରତ ଭାବେ ବେଆଇନ ବାଲି ଖନନକୁ ନେଇ ପ୍ରବଳ ଅସନ୍ତୋଷ ପ୍ରକାଶ କରିଛି ଟ୍ରିବୁନାଲ୍ । ଲିଜ୍ ଧାରୀଙ୍କ ଉପରେ ୩୬ କୋଟିର ଫାଇନ୍ ଲଗାଇଛନ୍ତି NGT ।

ଅଦ୍ୟତନ ହୋଇଛି

Illegal Sand Mining
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ