2024 ସୁଦ୍ଧା ଓଡ଼ିଶାର ଜାତୀୟ ରାଜପଥ ସବୁ ଆମେରିକାର ହାଇୱେ ଭଳି ଚକାଚକ ଦିଶିବ । କେବଳ ଚକାଚକ କାହିଁକି ଆପଣ ସୁଖଦ ଯାତ୍ରାର ଆନନ୍ଦ ନେବେ । କାର୍ ହେଉ କି ବାଇକ ଯଦି ଦୂର ସ୍ଥାନକୁ ଯାତ୍ରା କରୁଛନ୍ତି ବୋର୍ ହେବେନି…
Published: Pallipuspa Samal
Last updated: 05 March 2023, 12:25 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।