Khandua Pata
Advertisment
ଶ୍ରୀମନ୍ଦିରରେ ଶ୍ରୀଜିଉମାନେ ପିନ୍ଧିବେ ସାତ୍ତ୍ବିକ ଖଣ୍ଡୁଆ ପାଟ। ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତି ଉଭୟ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ବି ଆନନ୍ଦିତ କରିଛି। ତେବେ କଣ ସେ ସାତ୍ତ୍ୱିକ ପାଟ ? କାହିଁକି ଏଭଳି ନାମକରଣ ? ତାକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏ ସଂପର୍କରେ ବିସ୍ତୃତ ଭାବେ ବୁଝାଇଛନ୍ତି ବୁଣାକାର ଓ ରେଶମ ଶିଳ୍ପ ବିଭାଗ ଅଧିକାରୀ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us