open drains
ସହରାଞ୍ଚଳରେ ଡ୍ରେନେଜ ସମସ୍ୟା ନେଇ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ । ଡ୍ରେନେଜ୍ ସମସ୍ୟା ନେଇବିସ୍ତୃତ ଭାବେ ଆଲୋଚନା କରାଯାଇଛି । ତେବେ ଖୁବ୍ଶୀଘ୍ର ସବ ମୁକୁଳା ଡ୍ରେନ୍ରେ ସ୍ଲାବ ପକାଇ ଆବଦ୍ଧ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ଏଥିଲାଗି ସ୍ୱତନ୍ତ୍ର ବ୍ୟୟବରାଦ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)