Advertisment

କୋହଳ ହୋଇପାରେ କି କଟକଣା ?

କ’ଣ କହିବେ ମୁଖ୍ୟ ଶାସନ ସଚିବ ? ଅପରାହ୍ନ ୨.୩୦ରେ ପ୍ରେସମିଟ୍ କରିବେ ମୁଖ୍ୟ ଶାସନ ସଚିବ । କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ୍ ଘୋଷଣା କରିପାରନ୍ତି ।

author-image
Sarbeswar
ଅଦ୍ୟତନ ହୋଇଛି

କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ଆଂଶିକ ଲକଡାଉନ୍ ଅବଧିର ଆଜି ଶେଷ ଦିନ । ଆସନ୍ତାକାଲି ସକାଳ ୬ଟାରେ ସରୁଛି ଲକଡାଉନ୍ କଟକଣା ଆଂଶିକ ଲକଡାଉନ୍ ନେଇ ସରକାରଙ୍କ ପରବର୍ତ୍ତୀ ନିଷ୍ପତ୍ତି କଣ ରହିବ, ଆଜି ହୋଇପାରେ ଘୋଷଣା । ଏନେଇ  ଅପରାହ୍ନ ୨.୩୦ରେ ପ୍ରେସମିଟ୍ କରିବେ ମୁଖ୍ୟ ଶାସନ ସଚିବ ।

Advertisment
Odisha Lucknow
Advertisment
Advertisment