Girls Marriage
ଝିଅଙ୍କ ବିବାହ ବୟସ ୨୧କୁ ବୃଦ୍ଧି ନେଇ ବଢ଼ୁଛି ବିବାଦ, ସନ୍ଧ୍ୟାବତୀଙ୍କୁ କାଉଣ୍ଟର । ୨୧ ନୁହେଁ ୧୮ । ଝିଅଙ୍କ ବିବାହ ବୟସ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ଉପରେ ଆପତ୍ତି ଉଠାଇଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ଏହାର ପୁନଃ ବିଚାର ପାଇଁ ଲୋକସଭା ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଆୟୋଗର ଅଧ୍ୟକ୍ଷା ସଂଧ୍ୟାବତୀ ପ୍ରଧାନ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)