ଝିଅଙ୍କ ବିବାହ ବୟସ ୨୧କୁ ବୃଦ୍ଧି ନେଇ ବଢ଼ୁଛି ବିବାଦ, ସନ୍ଧ୍ୟାବତୀଙ୍କୁ କାଉଣ୍ଟର । ୨୧ ନୁହେଁ ୧୮ । ଝିଅଙ୍କ ବିବାହ ବୟସ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ଉପରେ ଆପତ୍ତି ଉଠାଇଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ଏହାର ପୁନଃ ବିଚାର ପାଇଁ ଲୋକସଭା ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଆୟୋଗର ଅଧ୍ୟକ୍ଷା ସଂଧ୍ୟାବତୀ ପ୍ରଧାନ ।