Advertisment

ହୋମ ନିଆଁ, ହାତ ଗଣ୍ଠି ନୁହେଁ, ସମ୍ବିଧାନ ଆମ ବାହାଘର ସାକ୍ଷୀ

ବିଜୟ ଓ ତପସ୍ୱିନୀଙ୍କ ବାହାଘରରେ ଜଳିନି ହୋମ, ଉଚ୍ଚାରଣ ହୋଇନି ମନ୍ତ୍ର। ପଡ଼ିନି ହାତ ଗଣ୍ଠି, ଦେଖା ହୋଇନି ଜାତି କି ଜାତକ। ଏଠି କେହି ଉଠାଇ ନାହାନ୍ତି ଯୌତୁକ କଥା। ବରଂ ଏଠି ଉଭୟେ ଦେଶର ସମ୍ବିଧାନକୁ ସାକ୍ଷୀ ରଖି ଉଭୟେ ଉଭୟଙ୍କୁ ଜୀବନ ସାଥୀ ରୂପେ ବାଛିଛନ୍ତି। ଚାଲନ୍ତୁ ଦେଖିବା ବ୍ରହ୍ମପୁରରୁ ଏକ ନିଆରା ବାହାଘର।

author-image
Otv Khabar Bureau

ବିଜୟ ଓ ତପସ୍ୱିନୀଙ୍କ ବାହାଘରରେ ଜଳିନି ହୋମ, ଉଚ୍ଚାରଣ ହୋଇନି ମନ୍ତ୍ର। ପଡ଼ିନି ହାତ ଗଣ୍ଠି, ଦେଖା ହୋଇନି ଜାତି କି ଜାତକ। ଏଠି କେହି ଉଠାଇ ନାହାନ୍ତି ଯୌତୁକ କଥା। ବରଂ ଏଠି ଉଭୟେ ଦେଶର ସମ୍ବିଧାନକୁ ସାକ୍ଷୀ ରଖି ଉଭୟେ ଉଭୟଙ୍କୁ ଜୀବନ ସାଥୀ ରୂପେ ବାଛିଛନ୍ତି। ଚାଲନ୍ତୁ ଦେଖିବା ବ୍ରହ୍ମପୁରରୁ ଏକ ନିଆରା ବାହାଘର।

Advertisment
Marry Constitution Odisha
Advertisment
Advertisment