ଆଉ ୪ ମାସ ମାଗଣା ଚାଉଳ । ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଖାଦ୍ୟ ନିରାପତ୍ତା ହିତାଧତ୍କାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ମୁଣ୍ଡ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏଁ ମାଗଣାରେ ମିଳିବ ଏହି ଅତିରିକ୍ତ ଚାଉଳ ଦିଆଯିବ ।
Published: Otv Khabar Bureau
Last updated: 11 December 2021, 01:22 PM IST
ଚିନ୍ତା ବଢ଼ାଉଛି କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଓମିକ୍ରନ୍। ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏସବୁ ଭିତରେ ଦିଲ୍ଲୀରେ ଓମିକ୍ରନ୍ ଭାରିଏଣ୍ଟ୍ର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଦିଲ୍ଲୀରୁ ଆଉ ଜଣେ ଓମିକ୍ରନ୍ରେ ଆକ୍ରାନ୍ତ ହୋଇଛନ୍ତି।