କୃଷି ଓ କୃଷକଙ୍କ ଜିଲ୍ଲା ସୁବର୍ଣ୍ଣପୁର । ଏଠି ୯୦ ପ୍ରତିଶତ ଲୋକ ଚାଷକାମ କରି ଜୀବିକା ନିର୍ବାହ କରନ୍ତି । ଉଭୟ ଖରିଫ୍ ଏବଂ ରବି ଋତୁରେ ଧାନ ଓ ପନିପରିବା ଚାଷ କରି ପରିବାର ଚଳନ୍ତି ଏଠିକାର ଚାଷୀ....