କିଛିଦିନ ପୂର୍ବେ ରାଜ୍ୟ ସରକାର ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ଏବେ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଓ ଅପାରଗତା ପାଇଁ ଏହି ଅଧିକାରୀମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
Published: Pallipuspa Samal
Last updated: 15 February 2022, 01:43 PM IST
ଭଦ୍ରକ ଜିଲ୍ଲାର କାଉପୁରଠାରେ ପୂଣ୍ୟତୋୟା ସାଳନ୍ଦୀ ନଦୀର ମଧ୍ୟସ୍ଥଳୀରେ ରହିଛି ଦେବର କୁଣ୍ଡ। ପ୍ରତିବର୍ଷ ଭୈମ ଏକାଦଶୀ ଦିନରୁ ଏଠାରେ ଆରମ୍ଭ ହୁଏ ଦେବରକୁଣ୍ଡ । ଦିନେ ନୁହେଁ ୧୨ ଦିନ ପର୍ଯ୍ୟନ୍ତ ଚାଲେ ଏହି ମେଳା।