କିଛିଦିନ ପୂର୍ବେ ରାଜ୍ୟ ସରକାର ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ଏବେ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଓ ଅପାରଗତା ପାଇଁ ଏହି ଅଧିକାରୀମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।