ସାଇକେଲ ବୁଲାଇଲା ଚାରିଧାମ । ଚାରିଧାନ ଭ୍ରମଣ ସାରି ୮୩ ଦିନ ପରେ ଫେରିଲେ । ସାଇକେଲରେ ୯୩୪୦କିଲୋମିଟର ଯାତ୍ରା କରି ଗାଁକୁ ଫେରିବା ପରେ ପାଛୋଟି ନେଲେ ଗ୍ରାମବାସୀ
Published By: Tanmay Kumar Mahalik
Last updated: 16 August 2023, 09:28 AM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।