Advertisment

ଏ ପାଣିରେ କିଏ ପାଦ ଧୋଇବନି.. ହେଲେ ଆମେ ପିଉଛୁ..

ଏମିତି ନୁହେଁ ଯେ ସରକାର ଏମାନଙ୍କ ପାଇଁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିନାହାନ୍ତି.. ହେଲେ ସରକାରୀ ବ୍ୟବସ୍ଥାରେ ପାଣି କେମିତି ମିଳୁଛି ଆପଣ ନିଜେ ଦେଖନ୍ତୁ.. ଟ୍ୟାପରୁ ଟୋପା ଟୋପା ହୋଇ ପଡ଼ୁଛି ପାଣି.. ସେଇ ପାଣିକୁ ସଂଗ୍ରହ କରିବାକୁ ଅପେକ୍ଷା କରିଛନ୍ତି ଶହ ଶହ ହାଣ୍ଡି ଗରା.. ଏ ହେଉଛି ମୟୂରଭଞ୍ଜ ଜିଲ୍ଲା ତାରଣା ଗାଁରେ ବିକାଶର ଚିତ୍ର..

Drinking Water Crisis Mayurbhanj
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ